Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ୱରରେ ହେବ ଆଦର୍ଶ ଗୋଶାଳା;ସରକାରୀ ବାସ ଭବନରେ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
Bhubaneswar M Corp, Khordha | Sep 11, 2025
ଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା । 40 କୋଟି ବ୍ୟୟରେ ଆଦର୍ଶ ଗୋଶାଳା ନିର୍ମାଣ କରିବେ ସରକାର । ଭୁବନେଶ୍ବରର ବୁଲା ଗାଈ ଗୋରୁଙ୍କୁ ସେଠାରେ ରଖାଯିବ । ରାଜଧାନୀକୁ ସମ୍ପୂର୍ଣ୍ଣ ରୂପରେ ବୁଲା ଗାଈ ଗୋରୁ ମୁକ୍ତ କରାଯିବ । ଏଥିପାଇଁ ସରକାର ବଡ ଯୋଜନା କରିଛନ୍ତି । ଆଦର୍ଶ ଗୋଶାଳା ପାଇଁ ଜମି ବି ଚିହ୍ନଟ ସରିଛି । କେବଳ କ୍ଷୀର ନୁହେଁ, ଗୋମାତାଙ୍କ ଗୋବର ଏବଂ ମୁତ୍ରରୁ ବିଭିନ୍ନ ପ୍ରଡକ୍ଟ ବାହାରିବ । ସରକାର ଏ ନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଗୋଶାଳା ନିର୍ମାଣ ଆରମ୍ଭ ହୋଇଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!