Download Now Banner

This browser does not support the video element.

ଛତ୍ରପୁର: ଭୁବନେଶ୍ବରରେ ରାଜ୍ୟ ସ୍ତରୀୟ ସ୍ଵାୟତ୍ତ ଶାସନ ଦିବସ, ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟରେ ଭିଡିଓ କନଫରେନ୍ସ କାର୍ଯ୍ୟକ୍ରମ

Chhatrapur, Ganjam | Aug 31, 2025
ଭୁବନେଶ୍ୱର ରେଲ୍ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଛନ୍ତି। ରବିବାର ପୂର୍ବାହ୍ନରେ ବ୍ରହ୍ମପୁର ମହାନଗର ନିଗମ ଠାରେ ଭିଡିଓ କନଫରେନ୍ସ ମାଧ୍ୟମରେ ବ୍ରହ୍ମପୁର ମହାନଗର ନିଗମ ର ସମସ୍ତ ଅଧିକାରୀ ଗଣ ଓ ସ୍ଵଚ୍ଚ ସାଥୀ, ଜଳ ସାଥୀ ସମସ୍ତେ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us