This browser does not support the video element.
ମାଲକାନଗିରି: ପପୁଲୁର ପଞ୍ଚାୟତ କାର୍ଯ୍ୟାଳୟରେ ମାଲକାନଗିରି ବିଧାୟକଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ
Malkangiri, Malkangiri | Sep 12, 2025
ଆଜି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ପପୁଲୁର ପଞ୍ଚାୟତ କାର୍ଯ୍ୟାଳୟରେ ମାଲକାନଗିରି ବିଧାୟକଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, ଚିତ୍ରକୋଣ୍ଡା ବିଡ଼ିଓ ପ୍ରୀତି କୁମାରୀ, ଜିଲ୍ଲା ସାଂସଦ ପ୍ରତିନିଧି ସଞ୍ଜୟ ସରକାରଙ୍କ ସହିତ ସମସ୍ତ ବିଭାଗୀୟ ଅଧିକାରୀ, ଜନ ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ମାଡ଼କାମୀ ବିଭିନ୍ନ ଉର୍ଣ୍ଣୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।