This browser does not support the video element.
ରାଜଗାଙ୍ଗପୁର: କୁଲଙ୍ଗା ଠାରେ ଅନୁଷ୍ଠିତ ଫୁଟବଲ ପ୍ରତିଯୋଗିତା ଉଦଯାପିତ
Rajagangapur, Sundargarh | Aug 22, 2025
ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁଲଙ୍ଗା ଠାରେ ଅନୁଷ୍ଠିତ ହେଉଥିବା ଫୁଟବଲ ପ୍ରତିଯୋଗିତା ଆଜି ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜଗାଙ୍ଗପୁର ନିର୍ବାଚନ ମଣ୍ଡଳୀ ର ବିଜେଡ଼ି ଦଳୀୟ ବିଧାୟକ ପ୍ରାର୍ଥୀ ଅନିଲ ବାରୁଆ ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରି ବିଜେତା ଓ ଉପ ବିଜେତା ଦଳକୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମ ରେ ସ୍ଥାନୀୟ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇଥିଲେ।