Download Now Banner

This browser does not support the video element.

ଅନୁଗୋଳ: ଜିଲ୍ଲାରେ ଆସନ୍ତା ଶୁକ୍ରବାର ଦିନ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି

Anugul, Angul | Sep 4, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁଗୁଳ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଆଜି ଅପରାହ୍ନ ୪ଟା ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା କାଲି ସକାଳ ୮ଟା୩୦ ମିନଟ୍ ପର୍ଯ୍ୟନ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯିବା ସହିତ ବର୍ଷା ନିମନ୍ତେ ସତର୍କତା ଜାରୀ କରାଯାଇଛି । ଏହାସହ ଜିଲ୍ଲାରେ ୩୦ ରୁ ୪୦କିମି ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଅନୁମାନ କରାଯାଇଛି ।
Read More News
T & CPrivacy PolicyContact Us