Download Now Banner

This browser does not support the video element.

କବିସୂର୍ଯ୍ୟନଗର: କବିସୂର୍ଯ୍ୟନଗର ବ୍ଲକ ବୁଢ଼ାମ୍ବ ଠାରେ ଥିବା ମାଜେମାଦେଇ ମନ୍ଦିର ପରିସରରେ ମଣ୍ଡଳ ସଭାପତିଙ୍କ ଅଧ୍ୟକ୍ଷତାରେ ସେବାପକ୍ଷ କାର୍ଯ୍ୟକ୍ରମ ଅନୁଷ୍ଠିତ

Kabisuryanagar, Ganjam | Sep 9, 2025
ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ ଅନ୍ତର୍ଗତ ବୁଢ଼ାମ୍ବ ଠାରେ ଥିବା ମା ଜେମାଦେଇ ମନ୍ଦିର ପରିସରରେ ସେବାପକ୍ଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି.ବୁଢ଼ାମ୍ବ ମଣ୍ଡଳ ସଭାପତି ବାବୁରାମ ବିଶୋଇ ଙ୍କ ଅଧ୍ୟକ୍ଷତା ଏହି କାର୍ଯ୍ୟକ୍ରମ ରେ ଭାରତ ର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି ଙ୍କ ଜନ୍ମଦିନ ଅବସରରେ ସେବା ସପ୍ତାହ ପାଳିତ ହୋଇଛି. ସେପ୍ଟେମ୍ବର ୧୭ ଠାରୁ ଅକ୍ଟୋବର ୨ପର୍ଯ୍ୟନ୍ତ ଏହି ସେବା ପକ୍ଷ କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ନିଷ୍ପତି ହୋଇଛି।
Read More News
T & CPrivacy PolicyContact Us