This browser does not support the video element.
ଟିଟିଲାଗଡ: ଟିଟିଲାଗଡ଼ରେ ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କୁ ସ୍ବାଗତ କଲେ ବିଧାୟକ, ପୌରାଧ୍ଧକ୍ଷା, ବ୍ଲକ ଅଧ୍ୟକ୍ଷା, ଜିଲ୍ଲା ସଭାପତି
Titlagarh, Balangir | Aug 26, 2025
ଟିଟିଲାଗଡ଼ରେ ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କୁ ବିଧାୟକ, ପୌରାଦ୍ଧକ୍ଷ। ଓ ବ୍ଲକ ଅଧ୍ୟକ୍ଷାଙ୍କ ସମେତ ଅନ୍ୟାନ୍ୟ ସଦସ୍ୟ କଲେ ସ୍ବାଗତ। ଟିଟିଲାଗଡ଼ - ଆଜି ସକାଳୁ ଟିଟିଲାଗଡ ରେଳ ଷ୍ଟେସନରେ ଓହ୍ଲାଇ କଳାହାଣ୍ଡି ଜିଲ୍ଲା ଗସ୍ତ ପାଇଁ ଆସିଥିଲେ ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ। ତେବେ ଟ୍ରେନରୁ ଓହ୍ଲାଇବା ପରେ ତାଙ୍କୁ ଭବ୍ୟ ସ୍ଵାଗତ କରି ପାଛୋଟି ଆଣିଥିଲେ ଟିଟିଲାଗଡ଼ ବିଧାୟକ ଶ୍ରୀଯୁକ୍ତ ନବୀନ ଜୈନ, ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତି ମମତା ଦେବୀ ଜୈନ, ବ୍ଲକ ଅଧ୍ୟକ୍ଷା ଶ୍ରୀମତି ସଂଯୁକ୍ତା ନାଏକ ଓ ବିଜେପି ଜିଲ୍ଲା ସଭାପତି ଶ୍ରୀବତ୍ସ ବେହେରା ଅନ୍ୟ ନେତା ଏବ