This browser does not support the video element.
ଛତ୍ରପୁର: ସରଭୀମପୁର ଠାରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ଛତ୍ରପୁର ବିଧାୟକ
Chhatrapur, Ganjam | Sep 8, 2025
ଗଞ୍ଜାମ ଜିଲ୍ଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସରଭୀମପୁର ଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ।ସୋମବାର ଅପରାହ୍ନରେ ବିଧାୟକ ଉକ୍ତ ଗ୍ରାମରେ ଚାଲିଥିବା କୋଠ ଘର ନିର୍ମାଣ କାର୍ଯ୍ୟର ତଦାରଖ କରିଛନ୍ତି ।ସେହିପରି ଗାଧୁଆ ତୁଠର ସର୍ବାଙ୍ଗୀନ ଉନ୍ନତି ସହ ଅନ୍ୟାନ୍ୟ ସମସ୍ୟା ବିଷୟରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ବିଧାୟକ।