This browser does not support the video element.
ଛତ୍ରପୁର: ରମ୍ଭା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ଠାରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ
Chhatrapur, Ganjam | Aug 31, 2025
ରମ୍ଭା ଏନ. ଏ. ସି କାର୍ଯ୍ଯାଳୟ ଠାରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳନ କରାଯାଇଛି। ରବିବାର ପୂର୍ବାହ୍ନରେ ଅଧ୍ୟକ୍ଷା ମାନସୀ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ କଲ୍ୟାଣ ମଣ୍ଡପ ପରିସରରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା।ଏଥିରେ ମୁଖ୍ୟ ଅତିଥିଭାବେ ବ୍ରହ୍ମପୁର ସାଂସଦ ଡ଼ଃ ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ସମ୍ମାନିତ ଅତିଥି ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ରମ୍ଭା ଏନ. ଏ. ସି. ପରିସରରେ ଜାତୀୟ ପତକା ଉତ୍ତୋଳନ କରିଥିଲେ।