Download Now Banner

This browser does not support the video element.

ସୋନପୁର: ସଦର ବ୍ଲକ ସଭାଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Sonapur, Subarnapur (Sonepur) | Sep 1, 2025
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୪୮ ( ଅଠଚାଳିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୮ ( ଆଠତିରିଶ ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୯ ( ନଅ) ଗୋଟି ସାମୁହିକ ଦରଖାସ୍ତ ଓ ୦୧ (ଏକ) ଗୋଟି ଚିକିତ୍ସା ପାଇଁ
Read More News
T & CPrivacy PolicyContact Us