Download Now Banner

This browser does not support the video element.

ସତ୍ୟବାଦୀ: କାଦୁଆ ପଞ୍ଚାୟତ କାର୍ଯ୍ୟଳୟ ପରିସରରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ, ଯୋଗଦେଲେ ସ୍ଥାନୀୟ ବିଧାୟକ

Satyabadi, Puri | Sep 12, 2025
ଆଜି ପୂର୍ବାହ୍ନ ୧୦ଟାରେ ସତ୍ୟବାଦୀ ବ୍ଲକ୍ ଅନ୍ତର୍ଗତ କାଦୁଆ ପଞ୍ଚାୟତ କାର୍ଯ୍ୟଳୟ ପରିସରରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚଙ୍କ ପ୍ରତିନିଧିଙ୍କ ନେତୃତ୍ୱରେ ୨୦ରୁ ଉର୍ଦ୍ଧ୍ବ ବିଜେଡି କାର୍ଯ୍ୟକର୍ତ୍ତା ସେମାନଙ୍କ ଦଳ ପରିତ୍ୟାଗ କରି ବିଧାୟକ ଓମ୍ ପ୍ରକାଶ ମିଶ୍ର ଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଥିଲେ। ବିଧାୟକ ଶ୍ରୀ ମିଶ୍ର ନୂତନ ଭାବେ ଯୋଗଦେଇ ଥିବା କର୍ମୀ ମାନଙ୍କୁ ଦଳୀୟ ଉତ୍ତରୀୟ ଦେଇ ସ୍ଵାଗତ କରିଥିଲେ।
Read More News
T & CPrivacy PolicyContact Us