Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ପୁରୀ ସୁରକ୍ଷା ପରିଷଦ ପକ୍ଷରୁ ବାଲୁଖଣ୍ଡ ଅଭୟାରଣ୍ୟ ସୁରକ୍ଷା ଶୀର୍ଷକ ଆଲୋଚନା ଚକ୍ର ଓଡ଼ିଶା ସଙ୍ଗୀତ ପରିଷଦ ଠାରେ ଅନୁଷ୍ଠିତ

Puri M, Puri | Jun 2, 2025
ପୁରୀ ସୁରକ୍ଷା ପରିଷଦ ପକ୍ଷରୁ ପରିବେଶ ସୁରକ୍ଷା ସପ୍ତାହ ପାଳନ ଅବସରରେ ବାଲୁଖଣ୍ଡ ଅଭୟାରଣ୍ୟ ସୁରକ୍ଷା ଶୀର୍ଷକ ଆଲୋଚନା ଚକ୍ର ଓଡ଼ିଶା ସଙ୍ଗୀତ ପରିଷଦ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆଲୋଚନା ଚକ୍ରରେ ପରିଷଦର କାର୍ଯ୍ୟକାରୀ ସଭାପତି ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ । ଆଲୋଚକ ଭାବେ ଅନ୍ନଦା ସାମାଜିକ ଅନୁଷ୍ଠାନର ନିର୍ଦ୍ଦେଶିକା ରୁଚିମିତ୍ରା ଜଗଦେବ ମହାପାତ୍ର , ସାମାଜିକ କର୍ମୀ ପ୍ରତିଭା ତ୍ରିପାଠୀ, ଉପ ବନାଞ୍ଚଳ ଅଧିକାରୀ ପ୍ରଦୀପ ମହାନ୍ତି ପ୍ରମୁଖ ମଞ୍ଚାସିନ ଥିଲେ ।
Read More News
T & CPrivacy PolicyContact Us