Download Now Banner

This browser does not support the video element.

ଜି ଉଦୟଗିରି: ଜି ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଠାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଅଛି

G Udayagiri, Kandhamal | Aug 31, 2025
ଜି ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଠାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଅଛି।ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷା ଦେବସ୍ମିତା ଶତପଥୀ ଯୋଗ ଦେଇ ପତକା ଉତ୍ତୋଳନ କରିଥିଲେ।ପରେ ଛାତ୍ର ଛାତ୍ରୀ ଓ ସମସ୍ତ ପରିଷଦ ବର୍ଗ ର ସଭ୍ୟ ମାନେ ମିଳିତ ଭାବେ ସହର ପରିକ୍ରମା କରି ମହାତ୍ମା ଗାନ୍ଧୀ, ବୀର ଚକରା ବିଷୋୟୀ,ସହିଦ ବାବୃବାହାନ ପ୍ରଧାନ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ଗୁଚ୍ଛ ପ୍ରଦାନ କରିଥିଲେ। କାର୍ଯ୍ୟ ନିର୍ବାହୀ ଅଧିକାରୀ ରଞ୍ଜନ କୁମାର ସାହୁ, ଉପାଧ୍ୟକ୍ଷ ସନ୍ତୋଷ ବାଘ୍ ଙ୍କ ସମତେ ସମସ୍ତ କର୍ମଚାରୀ , କାଉନସିଲର ମାନେ ଉପସ୍ଥିତ ରହିଥିଲେ।
Read More News
T & CPrivacy PolicyContact Us