Download Now Banner

This browser does not support the video element.

ନୟାଗଡ ସଦର: ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ରେ ସଂସ୍କୃତ ସମ୍ଭାଷଣ ଶିବିର ଉଦଘାଟିତ।

Nayagarh Sadar, Nayagarh | Aug 23, 2025
ସଂସ୍କୃତ ମାସ ପାଳନ ଅବସରରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ଓ ଅଖିଳ ଭାରତ ଅମୃତବାଣୀ ସେବା ପ୍ରତିଷ୍ଠାନ, ବାଲେଶ୍ୱର ର ମିଳିତ ସହଯୋଗରେଆଜି 3ଘଟିକା ସମୟ ରେ ବିଦ୍ଯାଳୟର ପଞ୍ଚମ ଶ୍ରେଣୀ ଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ଯୟନରତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ୧୦ ଦିବସୀୟ ସଂସ୍କୃତ ସମ୍ଭାଷଣ ଶିବିର ଉଦଘାଟିତ ହୋଇ ଯାଇଛି। ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏହି ଶିବିରର ପ୍ରଶିକ୍ଷକ ଭାବେ ଅଖିଳ ଭାରତ ଅମୃତବାଣୀ ସେବା ପ୍ରତିଷ୍ଠାନ, ବାଲେଶ୍ଵରର ପ୍ରଚାରକ ଜୟପ୍ରକାଶ ଶାସ୍ତ୍ରୀ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲା ବେଳେ ଲଡୁକେଶ ଆଞ୍ଚଳିକ
Read More News
T & CPrivacy PolicyContact Us