Download Now Banner

This browser does not support the video element.

ପାରଳାଖେମୁଣ୍ଡି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ପଶ୍ଚିମବଙ୍ଗର ଦମ୍ପତି

Paralakhemundi, Gajapati | Aug 21, 2025
ଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ପଶ୍ଚିମ ବଙ୍ଗ ରାଜ୍ୟର ଦମ୍ପତି । ଗଜପତି ଜିଲ୍ଲାରୁ ୭୩ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀମତି ମଧୁମିତା ପୋଷ୍ୟ ସନ୍ତାନ ଭାବେ ପଶ୍ଚିମ ବଙ୍ଗ ରାଜ୍ୟର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ପିତୃମାତୃ ହୀନ ଏହି ଶିଶୁଙ୍କୁ ପରିତ୍ୟକ୍ତ ଅବସ୍ଥାରେ ଅଜଣା ବ୍ୟକ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପାରଳାଖେମୁଣ୍ଡି ଠାରେ ଥିବା କ୍ରେଡେଲ ଠାରେ ଛାଡ଼ି ଚାଲି ଯାଇଥିଲେ। ଶିଶୁଟି ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ କେନ୍ଦ୍ରର କର୍ମକର୍ତ୍ତାଙ୍କ ଦ୍ଵାରା ଉଦ୍ଧାର ହୋଇ ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତ
Read More News
T & CPrivacy PolicyContact Us