This browser does not support the video element.
ଗୋପାଳପୁର: ଆମ୍ବପୁଆ ଠାରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Gopalpur, Ganjam | Oct 9, 2024
ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଆମ୍ବପୁଆ ଠାରେ ଏକ ଘରଇ କଲ୍ୟାଣ ମଣ୍ଡପରେ ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଛି l କାର୍ଯ୍ୟକ୍ରମରେ ବ୍ରହ୍ମପୁର ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ସାଂସଦ ଚନ୍ଦ୍ର ଶେଖର ସାହୁ,ମହାନଗର ନିଗମ ମେୟର ସଂଘମିତ୍ରା ଦଳେଇ ପ୍ରମୁଖ ଉପସ୍ଥିତ ରହିଥିଲେ l