Download Now Banner

This browser does not support the video element.

ଢେଙ୍କାନାଳ ସଦର: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ମାଡ ଅଭିଯୋଗ, ଟାଉନ ଥାନାରେ ଏତଲା

Dhenkanal Sadar, Dhenkanal | Apr 18, 2024
ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଶିମିଳିଆ ଅଞ୍ଚଳର ରାଧୁ ଚରଣ ବେହେରାଙ୍କୁ ଗୁରୁବାର ପରିବାର ସଦସ୍ୟ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିଲେ। ମାତ୍ର ଚିକିତ୍ସା ସମୟରେ ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଜଟିଳ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର ପାଇଁ ବ୍ୟବସ୍ଥା କରାଯାଉଥିବା ବେଳେ ମୃତ୍ୟୁ ଘଟିଥିଲା। ଯାହାକୁ ନେଇ ରାଧୁ ଚରଣଙ୍କ ପୁଅ ଓ ପରିବାର ଲୋକେ ଡାକ୍ତରଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି।
Read More News
T & CPrivacy PolicyContact Us