This browser does not support the video element.
ବୌଦ୍ଧ ସଦର: ଜିଲ୍ଲା ନ୍ୟାୟାଳୟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଆୟୋଜିତ
Baudh Sadar, Boudh (Bauda) | Sep 13, 2025
ଶନିବାର ଦିନ ବୌଦ୍ଧ ଜିଲ୍ଲା ନ୍ୟାୟାଳୟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲା ଓ ଦୌରା ଜଜ ପ୍ରତାପ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତରେ ବିଭିନ୍ନ ଅଦାଲତର ବିଚାରପତି ମାନେ ବିଭିନ୍ନ ମାମଲାର ଆପୋଷ ସମାଧାନ କରିଥିଲେ |