Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଓୟୁଏଟି ଭୁବନେଶ୍ବର ସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ସି ଏମ୍ କିଷାନ ସହାୟତା ରାଶି ପ୍ରଦାନ ଉତ୍ସବରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
Bhubaneswar M Corp, Khordha | Aug 27, 2025
ପବିତ୍ର ନୂଆଁଖାଇ ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ରବି ୨୦୨୫-୨୬ ପାଇଁ ସି ଏମ୍ କିଷାନ ସହାୟତା ରାଶି ପ୍ରଦାନ ଆଜି ଉତ୍ସବ ଓୟୁଏଟି ଭୁବନେଶ୍ବର ସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସି ଏମ୍ କିଷାନ ସହାୟତାର ତୃତୀୟ କିସ୍ତି ରେ ୫୧ ଲକ୍ଷ ୫୪ ହଜାର ୧୧୫ ଜଣ କ୍ଷୁଦ୍ର, ନାମମାତ୍ର ଚାଷୀ, ଭୂମିହୀନ କୃଷକ ପରିବାର, ଅନୁକୂତ ଜନଜାତି ସମୂହ ଓ ସହରାଞ୍ଚଳର କୃଷକଙ୍କୁ ଡି. ବି.ଟି ମାଧ୍ୟମରେ ମୋଟ ୧,୦୪,୧୨୯ କୋଟି ଟଙ୍କା ପ୍ରଦାନ କରିଛନ୍ତି ।
Share
Read More News
T & C
Privacy Policy
Contact Us
Your browser does not support JavaScript!