This browser does not support the video element.
ପଦ୍ମପୁର: ସ୍ଥାନୀୟ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ
Padmapur, Bargarh (Baragarh) | Sep 10, 2025
ସ୍ଥାନୀୟ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ବ୍ଲକ ଶିକ୍ଷାଅଧିକାରୀ ଶ୍ରୀ ଲୋକନାଥ ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ, ଜମରତଲା ଉଚ୍ଚବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀ ରାଜେଶ ଖମାରୀ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିବା ବେଳେ ଶ୍ରୀ ପ୍ରମୋଦ ନାଥ ଓ ଶ୍ରୀ ଜୀବନାନନ୍ଦ ସାହୁ ବିଚାରକ ଭାବରେ ଯୋଗଦାନ କରିଥିଲେ।