Download Now Banner

This browser does not support the video element.

ବଲାଙ୍ଗୀର: କଲେଜ ଛକ ଶିଶୁ ମନ୍ଦିର ଠାରେ ABVP ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

Balangir, Balangir | Sep 6, 2025
ବଲାଙ୍ଗୀର କଲେଜ ଛକ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଓଡ଼ିଶା (ପଶ୍ଚିମ) ପ୍ରାନ୍ତର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେଲା। ଏହି ବୈଠକରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗଦେଇ, ରାଷ୍ଟ୍ରବାଦର ପ୍ରଚାର ପ୍ରସାର ସହ ଛାତ୍ରଛାତ୍ରୀଙ୍କ ଚରିତ୍ର ଗଠନ ଓ ମା' ଭାରତୀଙ୍କ ସେବାରେ ନିଜକୁ ସମର୍ପିତ କରିବାକୁ ଆହ୍ୱାନ କଲେ।
Read More News
T & CPrivacy PolicyContact Us