Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ପୁରୀ ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରୁ ବରିଷ୍ଟ ନାଗରିକ ତୀର୍ଥଯାତ୍ରା ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ

Puri M, Puri | Sep 9, 2025
ବରିଷ୍ଟ ନାଗରିକ ତୀର୍ଥଯାତ୍ରା ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ। ସୂଚନା ମୁତାବକ ଆଜି ଅପରାହ୍ନ ଦୁଇଟା ସମୟରେ ପୁରୀ ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରୁ ବରିଷ୍ଟ ନାଗରିକ ତୀର୍ଥଯାତ୍ରା ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ସୂଚନା ମୁତାବକ ପୁରୀ ଜିଲ୍ଲା ରୁ ଆଜି ୧୨୭ ଜଣ ବରିଷ୍ଠ ନାଗରିକ ଙ୍କୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ରେ ବାରାଣସୀ ଓ ଅଯୋଧ୍ୟା ଅଭିମୁଖେ ପ୍ରେରଣ କରାଯାଇଛି। ତେବେ ଆଜିର କାର୍ଯ୍ୟକ୍ରମ ରେ ସେମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁଷ୍ପ ଗୁଛ ଦେଇ ସଫଳ ଯାତ୍ରା ପାଇଁ ଶୁଭେଚ୍ଛା ଓ ଶୁଭକାମନା ଜଣା ଯାଇଥିଲା । ତେବେ ଆଜିର କାର୍ଯ୍ୟକ୍ରମ ରେ ଅତିରିକ୍ତ ଜ
Read More News
T & CPrivacy PolicyContact Us