This browser does not support the video element.
ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଳକର ସଭାଗୃହ ଠାରେ ମନରେଗା କାର୍ଯ୍ୟକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।
Bhanjanagar, Ganjam | Sep 1, 2025
ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଳକର ସଭାଗୃହ ଠାରେ ମନରେଗା କାର୍ଯ୍ୟକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ଆଜି ଦିନ 11 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବା ବେଳେ ବ୍ଳକର ସମସ୍ତ ବିଭାଗ ର ଅଧିକାରୀ ମାନେ ଯୋଗ ଦେଇଥିଲେ । ମନରେଗା କାର୍ଯ୍ୟ କିଭଳି ଭାବରେ ଭଞ୍ଜନଗର ବ୍ଳକର ସମସ୍ତ ଗ୍ରାମ ପଞ୍ଚାୟତରେ ସଫଳ ହୋଇପାରିବ ସେ ନେଇ ବିଡିଓ ସମସ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ।