This browser does not support the video element.
ପାଟଣାଗଡ: ସାଲେପାଲି ପଞ୍ଚାୟତ କାର୍ଯ୍ୟ ଳୟରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
Patnagarh, Balangir | Sep 8, 2025
ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ସାଲେପାଲି ପଞ୍ଚାୟତ କାର୍ଯ୍ୟ ଳୟରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ କାର୍ଯ୍ୟକ୍ରମ ସୋମବାର ମଧ୍ୟାହ୍ନରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ସ୍ଥାନୀୟ ବିଡ଼ିଓ ସୁମନ ମିଞ ଯୋଗ ଦେଇ ଲୋକ ଙ୍କ ଅଭିଯୋଗ ଗ୍ରହଣ କରି ଶୁଣାଣୀ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସ୍ଥାନୀୟ ସରପଞ୍ଚ ଏବଂ ସମିତି ସଭ୍ୟଙ୍କ ସମେତ ବ୍ଲକ କର୍ମଚାରୀ ଉପସ୍ଥିତ ରହିଥିଲେ