Download Now Banner

This browser does not support the video element.

ବଲାଙ୍ଗୀର: ଜିଲ୍ଲାପାଳଙ୍କ ସମ୍ବିଳନୀ କକ୍ଷରେ ସ୍ୱାସ୍ଥ୍ୟ ସମୀକ୍ଷା ବୈଠକ, ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଲୋଚନା

Balangir, Balangir | Sep 7, 2025
ବଲାଙ୍ଗୀର ଜିଲ୍ଲାରେ ଚାଲୁଥିବା ବିଭିନ୍ନ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ କାର୍ଯ୍ୟଗୁଡ଼ିକୁ ସୁଚାରୁ ଭାବେ କାର୍ଯ୍ୟକାରୀ କରିବା ପାଇଁ ଏକ ସମୀକ୍ଷା ବୈଠକ ଜିଲ୍ଲାପାଳ ଙ୍କ ସମ୍ବିଳନୀ କକ୍ଷ ରେ ଆୟୋଜିତ ହୋଇଥିଲା। ଜିଲ୍ଲାପାଳ, ବଲାଙ୍ଗୀରଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ବିଭିନ୍ନ ବ୍ଲକର ସ୍ୱାସ୍ଥ୍ୟ ଅଧିକାରୀମାନେ ଯୋଗଦେଇ ସ୍ୱାସ୍ଥ୍ୟ ସେବା ସୁଦୃଢ଼ କରିବା ଉପରେ ଆଲୋଚନା କରିଥିଲେ। ଟିକାକରଣ, ମାତୃ-ଶିଶୁ ସ୍ୱାସ୍ଥ୍ୟ, ଏବଂ ମହାମାରୀ ପ୍ରତିରୋଧ ଯୋଜନାକୁ ସୁସ୍ଥିର କରିବା ପାଇଁ ବିଶେଷ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜିଲ୍ଲା ସୂଚନା ଲୋକ ସମ୍ପର୍କ ବିବାଗ ତରଫ ରୁ ଆଜି ଅପରାହ୍ନ ୨ଟା ସମୟର
Read More News
T & CPrivacy PolicyContact Us