Download Now Banner

This browser does not support the video element.

ନୟାଗଡ: ଭୁବନେଶ୍ଵର ଏକ ଘରୋଇ ହସ୍ପିଟାଲ ରେ ମୃତ୍ୟୁ ବରଣ କଲେ ବିଜେଡି ନଗର ସଭାପତି,ଗଭୀର ଶୋକବ୍ୟକ୍ତ କଲେ ବିଧାୟକ

Nayagarh, Nayagarh | Sep 2, 2025
ବିଜେଡି ନଗର ସଭାପତିଙ୍କ ପରଲୋକ ଗଭୀର ଶୋକବ୍ୟକ୍ତ କଲେ ବିଧାୟକ ନୟାଗଡ଼ ଜିଲ୍ଲା ନୟାଗଡ଼ ପୈାର ପରିଷଦ ନଗର ସଭାପତି ତଥା ଅବସରପ୍ରାପ୍ତ ପୁଲିସ ଅଧିକାରୀ ଅମୁଲ୍ୟ କୁମାର ମହାନ୍ତିଙ୍କ ଆଜି ପରଲୋକ ଘଟିଛି । ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ସେ ଇହଳିଳା ସମ୍ବରଣ କରିଛନ୍ତି । ଦୀର୍ଘଦିନ ହେବ ସେ ଅସୁସ୍ଥ ରହିଥିଲେ । ତାଙ୍କର ଚିକିତ୍ସା କରାଯାଉଥିଲା । ଗତକାଲି ତାଙ୍କ ସ୍ୱାସ୍ଥ୍ୟରେ ଅବନତୀ ଘଟିଥିଲା । ତାଙ୍କ ପରଲୋକ ଖବର ପାଇ ନୟାଗଡ଼ରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଛି । ସେ ଜଣେ ଭଦ୍ର, ଅମାୟିକ, ପରପୋକାରୀ ମଣିଷ ଥିଲେ । ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ବୋରିଗ
Read More News
T & CPrivacy PolicyContact Us