Install App
sushantpattnayak1983
This browser does not support the video element.
ଛତ୍ରପୁର: ଡୁବୁଲି ଛକ ନିକଟ ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣାରେ ମୃତ ଘଟଣା, ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Chhatrapur, Ganjam | Sep 5, 2025
ଗଞ୍ଜାମ ଜିଲ୍ଲା ଛତ୍ରପୁର ନିକଟସ୍ଥ IRE ଫାଟକ ଠୁ ଡୁବୁଲି ଛକ ନିକଟ ଜାତୀୟ ରାଜପଥରେ ସଡକ ଦୁର୍ଘଟଣାରେ ଜଣେ ମୃତ୍ଯୁ ବରଣ କରିଥିବା ବେଳେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ।ଶୁକ୍ରବାର ଅପରାହ୍ନରେ ଘଣ୍ଟା ଏନେଇ ସୂଚନା ମିଳିଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!