This browser does not support the video element.
ନୟାଗଡ: ସୃଜନ ସଭା ଗୃହ ପରିସରରେ ସିଏମ୍ କିସାନ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
Nayagarh, Nayagarh | Aug 27, 2025
ସିଏମ୍ କିସାନ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ। ସୂଚନା ମୁତାବକ ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲା ସୃଜନ ସଭା ଗୃହ ପରିସରରେ ଜିଲ୍ଲାସ୍ତରୀୟ ସିଏମ୍ କିସାନ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ,। ତତ୍ ସହିତ ଆଜିର କାର୍ଯ୍ୟକ୍ରମ ରେ ଉପଜିଲ୍ଲାପାଳ ରୋଜିନା ଦାସ, ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଞ୍ଜିନିୟର ଦେବାଶିଷ ପଟ୍ଟନାୟକ, ଜିଲ୍ଲା କୃଷୀ ଅଧିକାରୀ ପବିତ୍ର ମୋହନ ସାହୁ ପ୍ରମୁଖ ଆଜିର କାର୍ଯ୍ୟକ୍ରମ ରେ ଉପସ୍ଥିତ ରହିଥିଲେ।