This browser does not support the video element.
ଖଲ୍ଲିକୋଟ୍: ଖଲ୍ଲିକୋଟ ଏନଏସି କାର୍ଯ୍ୟାଳୟ ପରିସରରେ ସ୍ୱାୟତ୍ତ ଶାସନ ଦିବସ ପାଳିତ, ଯୋଗଦେଲେ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ
Khalikote, Ganjam | Aug 31, 2025
ଖଲ୍ଲିକୋଟ ଏନଏସି କାର୍ଯ୍ୟାଳୟ ପରିସରରେ ଆଜି ଦିନ ୧୧ ଟା ସମୟରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏନଏସି ନିର୍ବାହୀ ଅଧିକାରୀ ସନ୍ଦୀପ ଖାଡ଼ଙ୍ଗା ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ମର୍ଦ୍ଦରାଜ କଲ୍ୟାଣ ମଣ୍ଡପ ର ଉନ୍ନତି ମୂଳକ କାର୍ଯ୍ୟ ହାତକୁ ନିଆଯାଇଥିବା ବିଧାୟକ ଘୋଷଣା କରିଥିଲେ।