Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ରାଉରକେଲା ଠାରେ ଅନୁଷ୍ଠିତ ୪ର୍ଥ ରାଜ୍ୟ ସ୍ତରୀୟ ହକି ଚାମ୍ପିୟନସିପରେ ମୟୁରଭଞ୍ଜ ସବଜୁନିୟର ବାଳିକା ଦଳର ସଫଳତା

Baripada M, Mayurbhanj | Aug 21, 2025
ହକି ଏସୋସିଏସନ ଅଫ ଓଡିଶା ଆନୁକୂଲ୍ୟରେ ରାଉରକେଲା ଠାରେ ଅନୁଷ୍ଠିତ ୪ର୍ଥ ରାଜ୍ୟସ୍ତରୀୟ ସବ ଜୁନିୟର ବାଳିକା ହକି ଚମ୍ପିୟାନସିପରେ ମୟୁରଭଞ୍ଜ ଦଳ ବେଶ ସଫଳତା ହାସଲ କରିଛି I ଏନେଇ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିକାଶ ମହାନ୍ତି ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଗୁରୁବାର ସଂଧ୍ୟା ୬ଟାରେ ସୂଚନା ଦେଇଛନ୍ତି।
Read More News
T & CPrivacy PolicyContact Us