Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ୱର ଝାରପଡ଼ାରେ ଦୁର୍ଗାପୂଜା ବିବାଦ;ଏନେଇ ଜୟଦେବ ଭବନରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ ନେତା ସୁରେଶ ରାଉତରାୟ
Bhubaneswar M Corp, Khordha | Aug 26, 2025
ଝାରପଡ଼ାରେ ଦୁର୍ଗାପୂଜା ହେବ କି ନାହିଁ ଆଜି ହାଇକୋର୍ଟ ନିଷ୍ପତ୍ତି ନେବେ। ଏହାକୁ ନେଇ ଝାରପଡ଼ା ଗାଁ ମଧ୍ୟରେ ବିବାଦ ତେଜିଛି। ଦୁଇପକ୍ଷର ଗଣ୍ଡଗୋଳ ଫଳରେ ୧୪ ବର୍ଷ ଧରି ଚାଲିଥିବା ଦୁର୍ଗାପୂଜା ଚଳିତବର୍ଷ ବନ୍ଦ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଥିବାରୁ ଏହାକୁ ନେଇ ବରିଷ୍ଠ ନେତା ସୁରେଶ ରାଉତରାୟ ଅସନ୍ତୋଷ ପ୍ରକାଶ କରିଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!