Install App
sushantpattnayak1983
This browser does not support the video element.
ଛତ୍ରପୁର: ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ଠାରେ ସ୍ଵାୟତ୍ତ ଶାସନ ଦିବସ ପାଳିତ, ଯୋଗଦେଲେ ଛତ୍ରପୁର ବିଧାୟକ
Chhatrapur, Ganjam | Aug 31, 2025
ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ଠାରେ ଆଜି ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳନ କରାଯାଇଛି। ରବିବାର ସଂଧ୍ୟାରେ ଏନେଇ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରଥମେ ଅଧ୍ୟକ୍ଷ ସମସ୍ତ କାଉନସିଲରଙ୍କ ଉପସ୍ଥିତିରେ ଦୀପ ପ୍ରଜ୍ଜ୍ୱଳନ କରି ମଞ୍ଚକୁ ଉଦଘାଟନ କରିଥିଲେ। ଅଧ୍ୟକ୍ଷ ସମସ୍ତଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସ୍ବାଗତ କରିଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!