Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ବର୍ଷା ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Aug 27, 2025
ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ବୁଧବାର ସାରା ରାଜ୍ୟରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅତିରୁ ଅତି ପ୍ରବଳ ବର୍ଷା ହେବାନେଇ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବିକ୍ଷିପ୍ତ ଭାବେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି ଆଦି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!