Download Now Banner

This browser does not support the video element.

ଭୋଗରାଇ: ବିଚିତ୍ରପୁର ରେ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା,୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମନା, ନିର୍ଦ୍ଦେଶ ନ ମାନିଲେ ହେବ କଡା କାର୍ଯ୍ୟାନୁଷ୍ଠାନ ।

Bhograi, Balasore | Sep 3, 2025
ପ୍ରବଳ ବର୍ଷା ଓ ପବନ ପାଇଁ ବିଚିତ୍ରପୁର ରେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ କଲା ମତ୍ସ୍ୟବିଭାଗ । ଚଳିତ ମାସ ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ମନା କରାଯାଇଛି । ମତ୍ସ୍ୟ ବିଭାଗର ନିର୍ଦ୍ଦେଶ ଅବମାନନା କଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ସୂଚନା ଦେଲେ ଚନ୍ଦନେଶ୍ୱର ମତ୍ସ୍ୟ ଅଧିକାରୀ ଅନନ୍ତ ଜେନା । ଭୋଗରାଇ ବ୍ଲକ ଅଧୀନରେ ରହିଛି ୪ ଟି ମତ୍ସ୍ୟ ଅବତରଣ କେନ୍ଦ୍ର । ବଙ୍ଗୋପ ସାଗାରରେ ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିଛି ।
Read More News
T & CPrivacy PolicyContact Us