Install App
sukindakhabar
This browser does not support the video element.
ଧର୍ମଶାଳା: ଯାଜପୁର ଜିଲ୍ଲାରେ ଖରିଫ ଋତୁ ପାଇଁ ଚାଷୀ ମାନଙ୍କୁ ସୁଲଭ ମୂଲ୍ୟରେ ସାର ଯୋଗାଣ ସମ୍ପର୍କୀୟ ପ୍ରେସ ମିଟ ଅନୁଷ୍ଠିତ
Dharmasala, Jajpur | Sep 6, 2025
ଯାଜପୁର ଜିଲ୍ଲାରେ ସାରର ଅଭାବୀ ବିକ୍ରି ସମ୍ପର୍କୀୟ ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ସମ୍ବାଦ ପରିପ୍ରେକ୍ଷୀରେ ଶନିବାର ସନ୍ଧ୍ୟା 6 ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଏକ ପ୍ରେସମିଟ ବୈଠକରେ ଯୋଗଦେଇଥିଲେ । ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର । ଉକ୍ତ ପ୍ରେସମିଟ୍ ରେ ବିଭାଗୀୟ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ବୃନ୍ଦ ଉପସ୍ଥିତ ଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!