Download Now Banner

This browser does not support the video element.

ଦିଗପହଣ୍ଡି: ଗଂଜାମ ଜିଲ୍ଲା ଦିଗପହଣ୍ଡି ଏନଏସିର ସଭାଗୃହ ଠାରେ ସ୍ଵତନ୍ତ୍ର ସହଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି ।

Digapahandi, Ganjam | Aug 31, 2025
ଗଂଜାମ ଜିଲ୍ଲା ଦିଗପହଣ୍ଡି ଏନଏସିର ସଭାଗୃହ ଠାରେ ସ୍ଵତନ୍ତ୍ର ସହଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ସ୍ଵତନ୍ତ୍ର ସହଯୋଗ ଶିବିର ଅ।ଜି ଦିନ 11 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଯାଇଥିବାର ଖବର ମିଳିଥିବା ବେଳେ ବିଭିନ୍ନ ସରକାରୀ ଜନକଲ୍ୟାଣ ଯୋଜନାର ହତିାଧିକାରୀ ମାନଙ୍କ ଠାରୁ ଏହି ଶିବିର ମାଧ୍ୟମରେ ଅଭିଯୋଗ ଗ୍ରହଣ କରାଯାଇଛି । ଏହି କାର୍ଯ୍ୟକ୍ରମଟି ଦିଗପହଣ୍ଡି ଏନଏସି ପ୍ରଶାସନ ଦ୍ଵାରା ଅନୁଷ୍ଠିତ ହୋଇଥିବାର ଖବର ମିଳିଛି ।
Read More News
T & CPrivacy PolicyContact Us