Download Now Banner

This browser does not support the video element.

ନବରଙ୍ଗପୁର ପୋଲିସ ଷ୍ଟେସନ: ପୌର କାର୍ଯ୍ୟାଳୟରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତ୍ରିପାଠୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ ନବରଙ

Nabarangapur PS, Nabarangpur | Sep 9, 2025
ପୌର କାର୍ଯ୍ୟାଳୟରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତ୍ରିପାଠୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ ନବରଙ୍ଗପୁର ମାଟି ର ସୁଯୋଗ୍ୟ ସନ୍ତାନ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଡଃ .ସଦାଶିବ ତ୍ରିପାଠୀ ଙ୍କ 46 ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ନବରଙ୍ଗପୁର ସହର ସ୍ଥିତ ତାଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ ନବରଙ୍ଗପୁର ବିଧାୟକ ଶ୍ରୀ ଗୌରିଶଙ୍କର ମାଝି, ନଗରପାଳ ଶ୍ରୀ କୁନୁ ନାୟକ, ତାଙ୍କ ପରିବାର ଦାୟଦ ଏବଂ ସହର ର ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି
Read More News
T & CPrivacy PolicyContact Us