Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପୁଣି ହେବ ବର୍ଷା ଏନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Sep 8, 2025
ରାଜ୍ୟରେ ପଛକୁ ପଛ ଲଘୁଚାପ ଫଳରେ ଜାରି ରହିଛି ଲଗାଣ ବର୍ଷା । ଆସନ୍ତା ୧୩ ତାରିଖ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ । କେତେକ ଜିଲ୍ଲାରେ ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!