Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ପୌରପାଳିକା ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ସଫେଇ କାର୍ଯ୍ୟକ୍ରମ ଓ କର୍ମଶାଳା ଅନୁଷ୍ଠିତ
Baripada M, Mayurbhanj | Aug 26, 2025
ନିଖିଳ ଭାରତ ସ୍ୱାୟତ ଶାସନ ଦିବସ ସମାରୋହ ପାଳନ ଅବସରରେ ବାରିପଦା ପୌରପାଳିକା ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ଦିନ ପ୍ରାୟ ୧୨ଟାରେ ସ୍ଥାନୀୟ ୨୨ ନଂ ୱାର୍ଡ ସ୍ଥିତ ମଳ ଉପଚାର କେନ୍ଦ୍ରରେ ପ୍ରଶିକ୍ଷଣ କାର୍ମଶାଳା ଅନୁଷ୍ଠିତ ହୋଇଥିଲା। ସେହିପରି କଚେରୀ ପରିସରରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ସଫେଇ ଅନୁଷ୍ଠିତ ହୋଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!