Download Now Banner

This browser does not support the video element.

ବୌଦ୍ଧ ସଦର: ଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ସାରର ସୁଷମ ବଣ୍ଟନ ଓ କଳା ବଜାରୀ ରୋକିବା ପାଇଁ କଂଗ୍ରେସର ଦାବିପତ୍ର ପ୍ରଦାନ

Baudh Sadar, Boudh (Bauda) | Sep 6, 2025
ଶନିବାର ଦିନ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲାରେ ସାରର ସୁଷମ ବଣ୍ଟନ ଓ କଳା ବଜାରୀ ରୋକିବା ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି | ଜିଲ୍ଲା କଂଗ୍ରେସ କମିଟି ମୁଖପାତ୍ର ଶାନ୍ତନୁ କୁମାର ମହାପାତ୍ରଙ୍କ ନେତୃତ୍ବରେ କର୍ମକର୍ତ୍ତା ମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି |
Read More News
T & CPrivacy PolicyContact Us