Install App
khabarauparenajara
This browser does not support the video element.
ଭଦ୍ରକ ଗ୍ରାମାଞ୍ଚଳ: ଚରମ୍ପା ରେ ଚରମ୍ପା ଯୁବକ ସଂଘ ଆନୁକୂଲ୍ୟରେ ଆୟୋଜିତ‘ସର୍ବ ଭାରତୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ' ର ଉଦଘାଟନ ଦିବସରେ ଯୋଗଦେଲେ ଭଦ୍ରକ ବିଧାୟକ
Bhadrak Rural, Bhadrak | Dec 29, 2024
ଚରମ୍ପା ଯୁବକ ସଂଘ ଆନୁକୂଲ୍ୟରେ ଆୟୋଜିତ‘ସର୍ବ ଭାରତୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ' ର ଉଦଘାଟନ ଦିବସରେ ଯୋଗଦେଲେ ଭଦ୍ରକ ବିଧାୟକ । ଆଜି ପୂର୍ବାହ୍ନ ରେ ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର ଚରମ୍ପା ଯୁବକ ସଂଘ ଆନୁକୂଲ୍ୟରେ ଆୟୋଜିତ‘ସର୍ବ ଭାରତୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ' ର ଉଦଘାଟନ ଦିବସରେ ଯୋଗଦେଇ ଥିଲେ । ଏହି କାର୍ଯ୍ୟକ୍ରମରେ ଭଦ୍ରକ ବିଧାୟକ ଙ୍କ ସହିତ ଅନ୍ୟ ନେତୃମଣ୍ଡଳୀ ମାନେ ଯୋଗ ଦେଇଥିଲେ ।
Share
Read More News
T & C
Privacy Policy
Contact Us
Your browser does not support JavaScript!