Download Now Banner

This browser does not support the video element.

ବଲାଙ୍ଗୀର: ବନ ଖଣ୍ଡ ଅଧିକାରୀଙ୍କ ସମ୍ମିଳନୀ କକ୍ଷ ଠାରେ ବିଧାୟକଙ୍କ ସମୀକ୍ଷା ବୈଠକ୍ ରେ ରଖିଲେ ପ୍ରତିକ୍ରିୟା

Balangir, Balangir | Aug 7, 2025
ବିଧାୟକ ଙ୍କ ସମୀକ୍ଷା ବୈଠକ ବଲାଙ୍ଗିର ବନ ଖଣ୍ଡ ଅଧିକାରୀଙ୍କ ସମ୍ମିଳନୀ କକ୍ଷ ଠାରେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ ବଲାଙ୍ଗିର ସଦର ନିର୍ବାଚନ ମଣ୍ଡଳୀ ସ୍ତରୀୟ ସମୀକ୍ଷା କରିଛନ୍ତି ! ଏହି ସମୀକ୍ଷା ବୈଠକ ରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ ! ବୈଠକ ରେ ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ, ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ, ଅତିରିକ୍ତ ଜିଲ୍ଲାପାଳ ବିଜୟା ନନ୍ଦ ସେଠୀ, ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ତରଣୀସେନ ସୁନାଙ୍କ ସମେତ ବିଭିନ୍ନ ବିଭାଗ ର ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥି
Read More News
T & CPrivacy PolicyContact Us