Download Now Banner

This browser does not support the video element.

ରାଉରକେଲା ମ୍ୟୁନିସିପାଲଟି: ଇସ୍ପାତ ଷ୍ଟାଡିୟମରେ ମୁକ୍ତ ବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଂଟ ଉଦଘାଟିତ

Raurkela M, Sundargarh | Oct 8, 2025
ରାଉରକେଲା ଇସ୍ପାତ କାରଖାନା ମୁକ୍ତ ବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଂଟ ସେକ୍ଟର ୬ ସ୍ଥିତ ଇସ୍ପାତ ଷ୍ଟାଡିୟମରେ ଉଦଘାଟିତ ହୋଇଯାଇଛି । ସହରସେବା ଓ ସିଏସଆର ବିଭାଗର ସିଜିଏମ ଟି.ଜି.କାନେକର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ ।
Read More News
T & CPrivacy PolicyContact Us