This browser does not support the video element.
ଲାଞ୍ଜିଗଡ: କନର୍ଲା ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୂରସ୍କାର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା
Lanjigarh, Kalahandi | Sep 10, 2025
ବୁଧବାର ଅପରାହ୍ନରେ ଲାଞ୍ଜିଗଡ଼ ବ୍ଲକ୍ ଭଟାଙ୍ଗ ପଦର ପଞ୍ଚାୟତ ଅଧିନସ୍ଥ କନର୍ଲା ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୂରସ୍କାର ପ୍ରାପ୍ତ ଶିକ୍ଷକ ଆଦିତ୍ୟ ପଣ୍ଡା ଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ନିଖିଳ ଉତ୍କଳ ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ରାଜ୍ୟ ନିଖିଳ ଉତ୍କଳ ସି.ଟି ପ୍ରାଥମିକ ଶିକ୍ଷକ ସଂଘର ରାଜ୍ୟ ସଭାପତି ପ୍ରଦୀପ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ। ଲାଞ୍ଜିଗଡ଼ ସମିତି ଅଧ୍ୟକ୍ଷା କମଳା ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଋଷିଆ ମେହେର ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲ