This browser does not support the video element.
ବିଜେପୁର: ବିଜେପୁର ଠାରେ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି
Bijepur, Bargarh (Baragarh) | Aug 21, 2025
ବିଜେପୁର ଠାରେ ବ୍ଲକ ସ୍ତରୀୟ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ବିଜେପୁର :-ବରଗଡ଼ ଜିଲ୍ଲାର ବିଜେପୁର ବ୍ଲକ ପରିସରରେ ଆଜି ବ୍ଲକ ସ୍ତରୀୟ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି। ଏହି ଶିବିରରେ ବିଜେପୁର ବ୍ଲକର ବିଭିନ୍ନ ଅଞ୍ଚଳରୁ ଭିନ୍ନକ୍ଷମ ବ୍ୟକ୍ତିମାନେ ଅଂଶଗ୍ରହଣ କରିଥିଲେ। ଶିବିରରେ ଅଂଶଗ୍ରହୀତାମାନେ ପ୍ରଥମେ ପଞ୍ଜିକରଣ କରିଥିଲେ। ପରେ, ସେମାନଙ୍କୁ ବିଭିନ୍ନ ବିଭାଗର ବିଶେଷଜ୍ଞ ଡାକ୍ତରମାନଙ୍କ ଦ୍ୱାରା ପରୀକ୍ଷା କରାଯାଇଥ