Download Now Banner

This browser does not support the video element.

ଢେଙ୍କାନାଳ ସଦର: ଗଁଦିଆ ଥାନା ଠାରେ ଆଜି ଛାତ୍ରଛାତ୍ରୀ ମାନଙ୍କୁ ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ସମ୍ପର୍କରେ ଦୀଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ

Dhenkanal Sadar, Dhenkanal | Aug 1, 2025
ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ପରିସରରେ ଆଜି ତା ୧ ।୮ ରିଖ ଅପରାହ୍ନ ୩ ଘଣ୍ଟା ସମୟରେ ଆମ ପୋଲିସ ସମିତି ଗଁଦିଆ ଥାନା ପକ୍ଷରୁ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଥାନା ଅଧିକାରୀ ଶାନ୍ତନୁ କୁମାର ପ୍ରଧାନଙ୍କର ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସହଦେଵ ବିଦ୍ୟାପୀଠ ର ଛାତ୍ରୀ /ଛାତ୍ର ମାନଙ୍କୁ ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ଉପରେ ବିଶୃତ ଭାବରେ ବ୍ୟାଖ୍ୟା କରିବା ସହିତ କୋମଳ ମତି ପିଲାମାନେ ମୋବାଇଲ ବ୍ୟବହାର ଠାରୁ ଦୁରେଇ ରହିବା ପାଇଁ ପରାମର୍ଶ ଦେଇଥିଲେ।
Read More News
T & CPrivacy PolicyContact Us