Download Now Banner

This browser does not support the video element.

ପାରଳାଖେମୁଣ୍ଡି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

Paralakhemundi, Gajapati | Sep 1, 2025
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଦଶଟା ଠାରୁ ଦୁଇଟା ପର୍ଯ୍ୟନ୍ତ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀମତୀ ମଧୁମିତା, ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା, ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ.ନାଗାରାଜୁ,ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଶଙ୍କର କେର କେଟା ପ୍ରମୁଖ
Read More News
T & CPrivacy PolicyContact Us