Install App
rabindra.mishra744
This browser does not support the video element.
ଲାଞ୍ଜିଗଡ: ଜୟପାଟଣାକୁ ବ୍ଲକ୍ କର୍ମେଲି ପଲ୍ଲି ଶ୍ରୀ ଉଚ୍ଚ ବିଦ୍ୟାଳୟ ଠାରେ ଦୁଇ କ୍ରୀଡା ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
Lanjigarh, Kalahandi | Sep 6, 2025
ଶନିବାର ଜୟପାଟଣା ବ୍ଲକ୍ ଅଧୀନସ୍ଥ କର୍ମେଲି ପଲ୍ଲି ଶ୍ରୀ ଉଚ୍ଚ ବିଦ୍ୟାଳୟ ଠାରେ ଜୟପାଟଣା ବ୍ଲକ୍ କ୍ରୀଡ଼ା ଶିକ୍ଷକ ସଂଘ ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା। ଅବସର ନେଇଥିବା ଅରେବେଡା ବି.ଏନ.କେ ବିଦ୍ୟାପୀଠର କ୍ରୀଡା ଶିକ୍ଷକ ଗଜାନନ ଠାକୁର ଏବଂ ଜୟପାଟଣା ପଞ୍ଚାୟତ ବାଳିକା ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷୟତ୍ରୀ ଜ୍ୟୋତିର୍ମୟୀ ନନ୍ଦଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!