Install App
debakanta611
This browser does not support the video element.
ଭଦ୍ରକ ଗ୍ରାମାଞ୍ଚଳ: ଧାମନଗର ରେ ବନ୍ୟା ପରିସ୍ଥିତିକୁ ନଜରରେ ରଖି ଧାମନଗର ବ୍ଲକ ପ୍ରଶାସନ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ସାଧାରଣ ଲୋକମାନଙ୍କୁ ସଚେତନ।
Bhadrak Rural, Bhadrak | Aug 23, 2025
ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନ ପକ୍ଷରୁ ଜନସାଧାରଣ ମାନଙ୍କୁ ସଚେତନ କରାଯାଇଥିବା ସୂଚନା ମିଳିଛି। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନ ତଳିଆ ଅଞ୍ଚଳର ଲୋକମାନଙ୍କୁ ଉଚ୍ଚା ସ୍ଥାନକୁ ତଥା ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀ କୁ ଯିବା ସୁରକ୍ଷିତ ରହିବା ଆଦି ବିଷୟରେ ସତର୍କ କରାଇଥିବା ସୂଚନା ମିଳିଛି। ଆଜି ଦିନ ୪ ଘଟିକା ସମୟରେ ସତର୍କକରାଇଥିବା ସୂଚନା ମିଳିଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!