Download Now Banner

This browser does not support the video element.

ଗୋପାଳପୁର: ଇନ୍ଦ୍ରାକ୍ଷୀ ଗ୍ରାମରେ ଅଗ୍ନିକାଣ୍ଡରେ ବିପନ୍ନ ପରିବାରକୁ ଭେଟିଲେ ମନ୍ତ୍ରୀ ବିଭୁତି ଭୂଷଣ ଜେନା

Gopalpur, Ganjam | Aug 23, 2025
ଗଞ୍ଜାମ ଜିଲ୍ଲା ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ବ୍ଲକ ଇନ୍ଦ୍ରାକ୍ଷୀ ଗ୍ରାମରେ ଅଗ୍ନିକାଣ୍ଡରେ ବିପନ୍ନ ପରିବାରକୁ ଭେଟିଛନ୍ତି ଗୋପାଳପୁର ବିଧାୟକ ତଥା ରାଜ୍ୟ ସରକାରଙ୍କ ଖଣି ଇସ୍ପାତ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ।ଶନିବାର ମଧ୍ୟାହ୍ନରେ ମନ୍ତ୍ରୀ ଉକ୍ତ ପରିବାର ପାଖରେ ପହଞ୍ଚି ସାହାଯ୍ୟ ସହଯୋଗ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।
Read More News
T & CPrivacy PolicyContact Us